ଯାତ୍ରା ପୁସ୍ତକ 26:35 - ଓଡିଆ ବାଇବେଲ35 ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ବିଚ୍ଛେଦବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ। Viz kapitolaପବିତ୍ର ବାଇବଲ35 “ପରଦାର ବାହାର ପାର୍ଶ୍ୱରେ ମେଜ ରଖିବା ଉଚିତ୍ ଏବଂ ମେଜର ବିପରୀତ ପାର୍ଶ୍ୱରେ ପବିତ୍ର ତମ୍ବୁର ଦକ୍ଷିଣକୁ ଦୀପ ରଖିବା ଉଚିତ୍। ପବିତ୍ର ତମ୍ବୁର ଉତ୍ତର ପାର୍ଶ୍ୱକୁ ମେଜ ରଖ। Viz kapitola |