ଯାତ୍ରା ପୁସ୍ତକ 27:3 - ଓଡିଆ ବାଇବେଲ3 ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ ଓ ତହିଁର କରଚୁଲି ଓ କୁଣ୍ତ ଓ ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ। Viz kapitolaପବିତ୍ର ବାଇବଲ3 “ଭସ୍ମ ରଖିବା ପାଇଁ ପାତ୍ର କର, କୋଦାଳ, ଗରା, କଣ୍ଟାଗ୍ଭମୁଚ ଏବଂ କରେଇ କଂସାରୁ ତିଆରି କର। ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ। Viz kapitola |