Online Bible

- Reklamy -




ଯାତ୍ରା ପୁସ୍ତକ 28:15 - ଓଡିଆ ବାଇବେଲ

15 ପୁଣି, ଶିଳ୍ପ କର୍ମରେ ବିଚାରାର୍ଥକ ବୁକୁପଟା କରିବ, ଅର୍ଥାତ୍‍, ଏଫୋଦର କର୍ମାନୁସାରେ ସ୍ୱର୍ଣ୍ଣରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ତାହା ପ୍ରସ୍ତୁତ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ଶିଳ୍ପକର୍ମରେ ବିଚାରାର୍ଥକ ବୁକୁପଟା କରିବ, ଅର୍ଥାତ୍, ଏଫୋଦର କର୍ମାନୁସାରେ ସ୍ଵର୍ଣ୍ଣରେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ଵାରା ତାହା ପ୍ରସ୍ତୁତ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ଶିଳ୍ପକର୍ମରେ ବିଚାରାର୍ଥକ ବୁକୁପଟା କରିବ, ଅର୍ଥାତ୍‍, ଏଫୋଦର କର୍ମାନୁସାରେ ସ୍ୱର୍ଣ୍ଣରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ତାହା ପ୍ରସ୍ତୁତ କରିବ।

Viz kapitola kopírovat

ପବିତ୍ର ବାଇବଲ

15 “ନିପୁଣ କାରିଗର ଦ୍ୱାରା ନିପୁଣ ଭାବରେ ବୁକୁପଟା ପ୍ରସ୍ତୁତ କର। ବୁକୁପଟା ଏଫୋଦ ପରି ସୂକ୍ଷ୍ମ ମ‌ଲ୍‌ମଲ୍ ଏବଂ ସୁବର୍ଣ୍ଣ, ନୀଳ, ବାଇଗଣି ଏବଂ ଲାଲ୍ ମ‌ଲ୍‌ମଲ୍ ନିପୁଣ କଳାକୃତିରେ ନିର୍ମାଣ ହେବା ଉଚିତ୍।

Viz kapitola kopírovat




ଯାତ୍ରା ପୁସ୍ତକ 28:15

Následuj nás:

Reklamy


Reklamy