ଯାତ୍ରା ପୁସ୍ତକ 28:3 - ଓଡିଆ ବାଇବେଲ3 ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ହାରୋଣକୁ ପ୍ରତିଷ୍ଠା କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ। Viz kapitolaପବିତ୍ର ବାଇବଲ3 ସେହି ନିପୁଣ ଲୋକମାନଙ୍କୁ ପଗ୍ଭର, ଯେଉଁମାନଙ୍କୁ ମୁଁ ହାରୋଣକୁ ଯାଜକ ରୂପେ ଉତ୍ସର୍ଗୀକୃତ କରିବା ପାଇଁ ବସ୍ତ୍ର ତିଆରି କରିବା ପାଇଁ ଜ୍ଞାନ ପ୍ରଦାନ କଲି। Viz kapitola |