Online Bible

- Reklamy -




ଯାତ୍ରା ପୁସ୍ତକ 29:22 - ଓଡିଆ ବାଇବେଲ

22 ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଆହୁରି, ତୁମ୍ଭେ ସେହି ମେଷର ମେଦ ଓ ମେଦମୟ ଲାଙ୍ଗୁଳ ଓ ଅନ୍ତ୍ର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ସେ ପଦ- ନିଯୋଗାର୍ଥକ ମେଷ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ।

Viz kapitola kopírovat

ପବିତ୍ର ବାଇବଲ

22 “ଆହୁରି ତୁମ୍ଭେ ସେହି ଉତ୍ସର୍ଗୀତ ମେଷର ମେଦ ଓ ମେଦମୟ ଲାଙ୍ଗୁଳ ଓ ଅନ୍ତ ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନିଅ। ଯେହେତୁ ତାହା ଏକ ଉତ୍ସର୍ଗୀକୃତ ଅଣ୍ଡିରା ମେଷ।

Viz kapitola kopírovat




ଯାତ୍ରା ପୁସ୍ତକ 29:22

Následuj nás:

Reklamy


Reklamy