ଯାତ୍ରା ପୁସ୍ତକ 29:24 - ଓଡିଆ ବାଇବେଲ24 ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ। Viz kapitolaପବିତ୍ର ବାଇବଲ24 ଏହିସବୁ ନେଇ ହାରୋଣ ଏବଂ ତା'ର ପୁତ୍ରମାନଙ୍କ ହାତରେ ଦେବ। ତାଙ୍କୁ କୁହ ସେମାନେ ଏହିସବୁ ସଦାପ୍ରଭୁଙ୍କ ସମ୍ମୁଖରେ ହାତରେ ଧରିବେ ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶିଷ୍ଟ ନୈବେଦ୍ୟ ହେବ। Viz kapitola |