ଯାତ୍ରା ପୁସ୍ତକ 29:25 - ଓଡିଆ ବାଇବେଲ25 ଏଥିଉତ୍ତାରେ ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଅନନ୍ତର ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିଉତ୍ତାରେ ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ। Viz kapitolaପବିତ୍ର ବାଇବଲ25 ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରଙ୍କ ହସ୍ତରୁ ଏହି ନୈବେଦ୍ୟ ନେଇ ଯଜ୍ଞବେଦିର ହୋମବଳି ଉପରେ ଦଗ୍ଧ କର। ଏହା ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର। Viz kapitola |