ଯାତ୍ରା ପୁସ୍ତକ 29:33 - ଓଡିଆ ବାଇବେଲ33 ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହା ସବୁ ପବିତ୍ର ବସ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ପୁଣି ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ଵାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହା ସବୁ ପବିତ୍ର ବସ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହାସବୁ ପବିତ୍ର ବସ୍ତୁ। Viz kapitolaପବିତ୍ର ବାଇବଲ33 ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହାଦ୍ୱାରା ପ୍ରାୟଶ୍ଚିତ ହେଲା, ତାହା ସେମାନେ ଭୋଜନ କରିବେ। ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ କାରଣ ତାହା ସବୁ ପବିତ୍ର ବସ୍ତୁ। Viz kapitola |