ଯାତ୍ରା ପୁସ୍ତକ 29:34 - ଓଡିଆ ବାଇବେଲ34 ଆଉ ସେହି ପଦ-ନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ଆଉ ସେହି ପଦ-ନିଯୋଗାର୍ଥକ ମାଂସ ଓ ରୋଟୀରୁ ଯେବେ ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆଉ ସେହି ପଦନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ। Viz kapitolaପବିତ୍ର ବାଇବଲ34 “ଯଦି ପଦନିଯୋଗାର୍ଥକ ମାଂସର କିଛି ଅଂଶ କିମ୍ବା ରୋଟୀ ସକାଳ ପର୍ଯ୍ୟନ୍ତ ରହିଯାଏ, ତେବେ ତାକୁ ଅଗ୍ନିରେ ଦଗ୍ଧ କର। ତୁମ୍ଭେମାନେ କେହି ଏହାକୁ ଖାଇବା ଉଚିତ୍ ନୁହଁ, କରଣ ଏହା ପବିତ୍ର ଅଟେ। Viz kapitola |