ଯାତ୍ରା ପୁସ୍ତକ 29:38 - ଓଡିଆ ବାଇବେଲ38 ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ, Viz kapitolaପବିତ୍ର ବାଇବଲ (Re-edited) - (BSI)38 ସେହି ବେଦି ଉପରେ ତୁମ୍ଭେ ଏହି ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିତ୍ୟ ନିତ୍ୟ ପ୍ରତିଦିନ ଏକବର୍ଷୀୟ ଦୁଇ ମେଷଶାବକ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ, Viz kapitolaପବିତ୍ର ବାଇବଲ38 “ପ୍ରତ୍ୟେକ ଦିନ ସେହି ଯଜ୍ଞବେଦି ଉପରେ ତୁମ୍ଭେ ନୈବେଦ୍ୟ ଉତ୍ସର୍ଗ କରିବ। ଏହି ବଳି ପାଇଁ ମେଷଶାବକ ଏକ ବର୍ଷୀୟ ହେବ ଏବଂ ପ୍ରତ୍ୟେକ ଦିନ ଏହା ଦୁଇଟି ବଳି ହେବ। Viz kapitola |