Online Bible

- Reklamy -




ଯାତ୍ରା ପୁସ୍ତକ 29:40 - ଓଡିଆ ବାଇବେଲ

40 ପୁଣି, ପ୍ରଥମ ମେଷଶାବକ ସହିତ ହିନ୍‍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ ନୈବେଦ୍ୟ ନିମନ୍ତେ ହିନ୍‍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 ପୁଣି ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ପୁଣି, ପ୍ରଥମ ମେଷଶାବକ ସହିତ ହିନ୍‍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ-ନୈବେଦ୍ୟ ନିମନ୍ତେ ହିନ୍‍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।

Viz kapitola kopírovat

ପବିତ୍ର ବାଇବଲ

40 ଯେତେବେଳେ ତୁମ୍ଭେ ପ୍ରଥମ ମେଷଶାବକ ସହିତ ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟନୈବେଦ୍ୟ ନିମନ୍ତେ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ଉତ୍ସର୍ଗ କର।

Viz kapitola kopírovat




ଯାତ୍ରା ପୁସ୍ତକ 29:40

Následuj nás:

Reklamy


Reklamy