ଯାତ୍ରା ପୁସ୍ତକ 29:9 - ଓଡିଆ ବାଇବେଲ9 ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ଵାରା ଯାଜକତ୍ଵ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ। Viz kapitolaପବିତ୍ର ବାଇବଲ9 ହାରୋଣର ଓ ତା'ର ପୁତ୍ରମାନଙ୍କର କଟିରେ କଟିବନ୍ଧନ ବାନ୍ଧିଦିଅ ଓ ସେମାନଙ୍କ ମସ୍ତକରେ ପଗଡ଼ି ବାନ୍ଧ। ତହିଁରେ ସେମାନେ ବିଶେଷ ବ୍ୟବସ୍ଥା ଅନୁସାରେ ସର୍ବଦା ଯାଜକ ହେବେ। Viz kapitola |