ଯାତ୍ରା ପୁସ୍ତକ 3:12 - ଓଡିଆ ବାଇବେଲ12 ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ତହୁଁ ସେ କହିଲେ, ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ଵରଙ୍କର ସେବା କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।” Viz kapitolaପବିତ୍ର ବାଇବଲ12 ତା'ପରେ ପରମେଶ୍ୱର କହିଲେ, “ତୁମ୍ଭେ ଏହା କରିବାକୁ ସମର୍ଥ କାରଣ ଆମ୍ଭେ ତୁମ୍ଭ ସହିତ ଥିବା! ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କରୁଛୁ, ଏହା ତା'ର ପ୍ରମାଣ ମିଶରରୁ ଲୋକମାନଙ୍କୁ ବାହାର କରି ଆଣିବା ପରେ ତୁମ୍ଭେମାନେ ଏହି ପର୍ବତରେ ଆମ୍ଭର ଉପାସନା କରିବ।” Viz kapitola |