ଯାତ୍ରା ପୁସ୍ତକ 3:13 - ଓଡିଆ ବାଇବେଲ13 ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି; ପୁଣି, ସେମାନେ ପଚାରିବେ, ତାହାଙ୍କର ନାମ କଅଣ ? ସେତେବେଳେ ମୁଁ କି ଉତ୍ତର ଦେବି ?” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅନନ୍ତର ମୋଶା ପରମେଶ୍ଵରଙ୍କୁ କହିଲେ, ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ଵର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି; ପୁଣି ସେମାନେ ପଚାରିବେ, ତାହାଙ୍କର ନାମ କଅଣ? ସେତେବେଳେ ମୁଁ କି ଉତ୍ତର ଦେବି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, ‘କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି;’ ପୁଣି, ସେମାନେ ପଚାରିବେ, ‘ତାହାଙ୍କର ନାମ କଅଣ?’ ସେତେବେଳେ ମୁଁ କି ଉତ୍ତର ଦେବି?” Viz kapitolaପବିତ୍ର ବାଇବଲ13 ଏହା ପରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଯଦି ମୁଁ ଇସ୍ରାଏଲୀୟମାନଙ୍କ ନିକଟକୁ ଯାଇ କହେ, ‘ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱର ମୋତେ ପଠାଇଛନ୍ତି,’ ଏହା ପରେ ଲୋକମାନେ ଯଦି ମୋତେ ପଗ୍ଭରନ୍ତି, ‘ତାଙ୍କର ନାମ କ’ଣ?’ ମୁଁ ତାଙ୍କୁ କ’ଣ କହିବି?” Viz kapitola |