ଯାତ୍ରା ପୁସ୍ତକ 3:15 - ଓଡିଆ ବାଇବେଲ15 ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପରମେଶ୍ଵର ମୋଶାଙ୍କୁ ଆହୁରି କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵର, ଅର୍ଥାତ୍, ଅବ୍ରହାମର ପରମେଶ୍ଵର ଓ ଇସ୍ହାକର ପରମେଶ୍ଵର ଓ ଯାକୁବର ପରମେଶ୍ଵର ଯେ ସଦାପ୍ରଭୁ (ସ୍ଵୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’ Viz kapitolaପବିତ୍ର ବାଇବଲ15 ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ଏହିକଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍ ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର, ଯାକୁବର ପରମେଶ୍ୱର ସଦାପ୍ରଭୁ (ସ୍ୱୟମ୍ଭୂ)ଙ୍କର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’ ‘ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଛନ୍ତି।”’ Viz kapitola |