ଯାତ୍ରା ପୁସ୍ତକ 3:4 - ଓଡିଆ ବାଇବେଲ4 ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ଵର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, ହେ ମୋଶା, ହେ ମୋଶା। ତହିଁରେ ସେ କହିଲେ, ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।” Viz kapitolaପବିତ୍ର ବାଇବଲ4 ସଦାପ୍ରଭୁ ଦେଖିଲେ, ମୋଶା ବୁଦା ଆଡ଼କୁ ଆସୁଛନ୍ତି। ତେଣୁ ପରମେଶ୍ୱର ବୁଦା ମଧ୍ୟରୁ ମୋଶାଙ୍କୁ ଡାକିଲେ, ପରମେଶ୍ୱର କହିଲେ, “ମୋଶା, ମୋଶା!” ମୋଶା କହିଲେ, “ହଁ ଆଜ୍ଞା, ସଦାପ୍ରଭୁ।” Viz kapitola |