ଯାତ୍ରା ପୁସ୍ତକ 30:25 - ଓଡିଆ ବାଇବେଲ25 ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଏହିସବୁ ଦ୍ଵାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ। Viz kapitolaପବିତ୍ର ବାଇବଲ25 “ଏହି ସବୁତକ ମସଲା ଓ ତୈଳ ମିଶାଇବା ପାଇଁ ଏକ ସୁଗନ୍ଧି ଦ୍ରବ୍ୟ ତିଆରି କରୁଥିବା ଯନ୍ତ୍ର ଆଣ। ତାହା ଅଭିଷେକାର୍ଥକ ପବିତ୍ର ତୈଳ ମିଶାଇବ। Viz kapitola |