ଯାତ୍ରା ପୁସ୍ତକ 30:28 - ଓଡିଆ ବାଇବେଲ28 ଆଉ ଧୂପବେଦି, ତହିଁର ସକଳ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଆଉ ଧୂପବେଦି ଓ ତହିଁର ସକଳ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ ଧୂପବେଦି, ତହିଁର ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ। Viz kapitolaପବିତ୍ର ବାଇବଲ28 ହୋମବଳିର ବେଦି ଓ ତହିଁର ସକଳ ଅଂଶ, ପ୍ରକ୍ଷାଳନ ପାତ୍ର ଓ ତହିଁର ରୁଖା। Viz kapitola |