ଯାତ୍ରା ପୁସ୍ତକ 30:29 - ଓଡିଆ ବାଇବେଲ29 ପୁଣି, ଏହିସବୁ ବସ୍ତୁକୁ ପବିତ୍ର କରିବ, ତହିଁରେ ତାହା ମହାପବିତ୍ର ହେବ, ଯାହା କିଛି ତାହା ସ୍ପର୍ଶ କରେ, ସେସବୁ ପବିତ୍ର ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ପୁଣି ଏହି ସବୁ ବସ୍ତୁକୁ ପବିତ୍ର କରିବ, ତହିଁରେ ତାହା ମହାପବିତ୍ର ହେବ, ଯାହା କିଛି ତାହା ସ୍ପର୍ଶ କରଇ, ସେସବୁ ପବିତ୍ର ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି, ଏହିସବୁ ବସ୍ତୁକୁ ପବିତ୍ର କରିବ, ତହିଁରେ ତାହା ମହାପବିତ୍ର ହେବ, ଯାହା କିଛି ତାହା ସ୍ପର୍ଶ କରେ, ସେସବୁ ପବିତ୍ର ହେବ। Viz kapitolaପବିତ୍ର ବାଇବଲ29 ଏହିସବୁ ବସ୍ତୁକୁ ପବିତ୍ର କର। ତହିଁରେ ସେଗୁଡ଼ିକ ମହାପବିତ୍ର ହେବ ଏବଂ ଯାହାକିଛି ସେଗୁଡ଼ିକ ସ୍ପର୍ଶ କରେ ସେସବୁ ନିଶ୍ଚୟ ପବିତ୍ର ହେବ। Viz kapitola |