ଯାତ୍ରା ପୁସ୍ତକ 30:33 - ଓଡିଆ ବାଇବେଲ33 ଯେକେହି ତହିଁ ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅପରିଚିତ ଲୋକର ଶରୀରରେ ତହିଁରୁ କିଛି ଲଗାଇବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)33 ଯେକେହି ତତ୍ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅନ୍ୟବଂଶୀୟ ଲୋକର ଶରୀରରେ ତହିଁରୁ କିଛି ଦେବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଯେକେହି ତହିଁ ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅପରିଚିତ ଲୋକର ଶରୀରରେ ତହିଁରୁ କିଛି ଲଗାଇବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’” Viz kapitolaପବିତ୍ର ବାଇବଲ33 ଯଦି ଜଣେ ଲୋକ ଏହି ତୈଳ ପରି ସୁଗନ୍ଧି ତିଆରି କରେ, ଏବଂ ଯଦି ଅଯୋଗ୍ୟ ବ୍ୟକ୍ତିକୁ ଦିଆଯାଏ, ତାକୁ ଏହି ଲୋକମାନଙ୍କଠାରୁ ଅଲଗା କରାଯିବ।” Viz kapitola |