ଯାତ୍ରା ପୁସ୍ତକ 30:7 - ଓଡିଆ ବାଇବେଲ7 ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ଵଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ବେଳେ ସେହି ଧୂପ ଜ୍ଵଳାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ। Viz kapitolaପବିତ୍ର ବାଇବଲ7 “ହାରୋଣ ସୁଗନ୍ଧିତ ଧୂପ ଜଳାଇବ। ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ବେଳେ ସେହି ଧୂପ ଜଳାଇବ। Viz kapitola |