ଯାତ୍ରା ପୁସ୍ତକ 30:8 - ଓଡିଆ ବାଇବେଲ8 ପୁଣି, ସନ୍ଧ୍ୟା କାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପ-ଦାହ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ସନ୍ଧ୍ୟା କାଳେ ହାରୋଣ ପ୍ରଦୀପ ଜ୍ଵଳାଇବା ସମୟରେ ଧୂପ ଜ୍ଵଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପ-ଦାହ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସନ୍ଧ୍ୟାକାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପଦାହ ହେବ। Viz kapitolaପବିତ୍ର ବାଇବଲ8 ପୁଣି ସନ୍ଧ୍ୟା ସମୟରେ ହାରୋଣ ପ୍ରଦୀପ ଜଳାଇବା ସମୟରେ ଧୂପ ଜଳାଇବ, ତହିଁରେ ସେମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରତ୍ୟେକ ଦିନ ଧୂପ ଜଳାଇବ। Viz kapitola |