ଯାତ୍ରା ପୁସ୍ତକ 32:14 - ଓଡିଆ ବାଇବେଲ14 ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ। Viz kapitolaପବିତ୍ର ବାଇବଲ14 ତେଣୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଧ୍ୱଂସ କରିବାରୁ ମନ ପରିବର୍ତ୍ତନ କଲେ। Viz kapitola |