ଯାତ୍ରା ପୁସ୍ତକ 32:17 - ଓଡିଆ ବାଇବେଲ17 ଏଥିଉତ୍ତାରେ ଲୋକମାନେ ଉଚ୍ଚ ରବ କରନ୍ତେ, ଯିହୋଶୂୟ ଲୋକମାନଙ୍କର କୋଳାହଳ ଶୁଣି ମୋଶାଙ୍କୁ କହିଲେ, “ଛାଉଣିରେ ଯୁଦ୍ଧ ଶବ୍ଦ ହେଉଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଅନନ୍ତର ଲୋକମାନେ ଉଚ୍ଚ ରବ କରନ୍ତେ, ଯିହୋଶୂୟ ଲୋକମାନଙ୍କର କୋଳାହଳ ଶୁଣି ମୋଶାଙ୍କୁ କହିଲେ, ଛାଉଣିରେ ଯୁଦ୍ଧ ଶଦ୍ଦ ହେଉଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିଉତ୍ତାରେ ଲୋକମାନେ ଉଚ୍ଚ ରବ କରନ୍ତେ, ଯିହୋଶୂୟ ଲୋକମାନଙ୍କର କୋଳାହଳ ଶୁଣି ମୋଶାଙ୍କୁ କହିଲେ, “ଛାଉଣିରେ ଯୁଦ୍ଧ ଶବ୍ଦ ହେଉଅଛି।” Viz kapitolaପବିତ୍ର ବାଇବଲ17 ଯିହୋଶୂୟ ସେହି ଭୋଜିର କୋଳାହଳ ଶୁଣିଲେ। ଯିହୋଶୂୟ ମୋଶାଙ୍କୁ କହିଲେ, “ଛାଉଣିରେ ଯୁଦ୍ଧର ଶବ୍ଦପରି ଏହା ଶୁଭୁଛି।” Viz kapitola |