ଯାତ୍ରା ପୁସ୍ତକ 32:25 - ଓଡିଆ ବାଇବେଲ25 ଆଉ ମୋଶା ଲୋକମାନଙ୍କୁ ସ୍ୱେଚ୍ଛାଚାରୀ ଦେଖିଲେ, କାରଣ ହାରୋଣ ସେମାନଙ୍କୁ ଶତ୍ରୁଗଣ ମଧ୍ୟରେ ହାସ୍ୟାସ୍ପଦ ହେବା ଭଳି ସ୍ୱେଚ୍ଛାଚାରୀ କରି ଛାଡ଼ିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆଉ ମୋଶା ଲୋକମାନଙ୍କୁ ସ୍ଵେଚ୍ଛାଚାରୀ ଦେଖିଲେ, କାରଣ ହାରୋଣ ସେମାନଙ୍କୁ ଶତ୍ରୁଗଣ ମଧ୍ୟରେ ହାସ୍ୟାସ୍ପଦ ହେବା ଭଳି ସ୍ଵେଚ୍ଛାଚାରୀ କରି ଛାଡ଼ିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ ମୋଶା ଲୋକମାନଙ୍କୁ ସ୍ୱେଚ୍ଛାଚାରୀ ଦେଖିଲେ, କାରଣ ହାରୋଣ ସେମାନଙ୍କୁ ଶତ୍ରୁଗଣ ମଧ୍ୟରେ ହାସ୍ୟାସ୍ପଦ ହେବା ଭଳି ସ୍ୱେଚ୍ଛାଚାରୀ କରି ଛାଡ଼ିଥିଲେ। Viz kapitolaପବିତ୍ର ବାଇବଲ25 ମୋଶା ହୃଦ୍ବୋଧ କଲେ ଯେ, ହାରୋଣ ଲୋକମାନଙ୍କୁ ନିୟନ୍ତ୍ରଣ ବାହାର କରି ଦେଇଛନ୍ତି। ତେଣୁ ଶତ୍ରୁମାନଙ୍କ ଦ୍ୱାରା ହାସ୍ୟାସ୍ପଦ ହେବାକୁ ହେବ। Viz kapitola |