ଯାତ୍ରା ପୁସ୍ତକ 32:30 - ଓଡିଆ ବାଇବେଲ30 ତହିଁ ପର ଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ତହିଁ ଆର ଦିନ ମୋଶା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯେବେ ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି,। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତହିଁ ପରଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।” Viz kapitolaପବିତ୍ର ବାଇବଲ30 ପରଦିନ ସକାଳେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟଙ୍କର ପାପ କରିଛ। କିନ୍ତୁ ବର୍ତ୍ତମାନ ମୁଁ ସଦାପ୍ରଭୁଙ୍କ ନିକଟକୁ ଯିବି ଏବଂ ହୁଏତ ତୁମ୍ଭର ପାପ ପାଇଁ ମୁଁ ପ୍ରାୟଶ୍ଚିତ କରିବାକୁ ସକ୍ଷମ ହେବି।” Viz kapitola |