ଯାତ୍ରା ପୁସ୍ତକ 32:5 - ଓଡିଆ ବାଇବେଲ5 ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, ପୁଣି, ଆସନ୍ତାକାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ, ଏହା ଘୋଷଣା କରାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, ପୁଣି କାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ, ଏହା ଘୋଷଣା କରାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, “ପୁଣି, ଆସନ୍ତାକାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ,” ଏହା ଘୋଷଣା କରାଇଲେ। Viz kapitolaପବିତ୍ର ବାଇବଲ5 ହାରୋଣ ଏହି ସମସ୍ତ ଦେଖିଲେ, ତେଣୁ ହାରୋଣ ଏହାର ସମ୍ମୁଖରେ ଏକ ବେଦି ତିଆରି କଲେ। ଏହା ପରେ ହାରୋଣ ସେଠାରେ ଏକ ଘୋଷଣା କଲେ। ସେ କହିଲେ “ଆସନ୍ତା କାଲି ସଦାପ୍ରଭୁଙ୍କ ସମ୍ମାନାର୍ଥେ ଏକ ଭୋଜି ହେବ।” Viz kapitola |