ଯାତ୍ରା ପୁସ୍ତକ 33:2 - ଓଡିଆ ବାଇବେଲ2 ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି ଆମ୍ଭେ କିଣାନୀୟ ଓ ଇମୋରୀୟ ଓ ହିତ୍ତୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ିଦେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ିଦେବା। Viz kapitolaପବିତ୍ର ବାଇବଲ2 ତେଣୁ ମୁଁ ତୁମ୍ଭ ଆଗେ ଆଗେ ଏକ ସ୍ୱର୍ଗଦୂତ ପଠାଇବି ପୁଣି ମୁଁ କିଣାନୀୟ ଓ ଇମୋରୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବି। Viz kapitola |