ଯାତ୍ରା ପୁସ୍ତକ 33:23 - ଓଡିଆ ବାଇବେଲ23 ଏଥିଉତ୍ତାରେ ଆମ୍ଭେ ଆପଣା ହସ୍ତ କାଢ଼ି ନେଲେ ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ, ମାତ୍ର ଆମ୍ଭର ମୁଖ ଦେଖାଯିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ଅନନ୍ତର ଆମ୍ଭେ ଆପଣା ହସ୍ତ କାଢ଼ି ନେଲେ ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ, ମାତ୍ର ଆମ୍ଭର ମୁଖ ଦେଖାଯିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ଆମ୍ଭେ ଆପଣା ହସ୍ତ କାଢ଼ି ନେଲେ ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ, ମାତ୍ର ଆମ୍ଭର ମୁଖ ଦେଖାଯିବ ନାହିଁ।” Viz kapitolaପବିତ୍ର ବାଇବଲ23 ଏହା ପରେ ଆମ୍ଭେ ଆପଣା ହସ୍ତ କାଢ଼ି ନେଲେ, ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ। ମାତ୍ର ଆମ୍ଭର ମୁଖ ଦେଖି ପାରିବ ନାହିଁ।” Viz kapitola |