ଯାତ୍ରା ପୁସ୍ତକ 33:3 - ଓଡିଆ ବାଇବେଲ3 ଏନିମନ୍ତେ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏନିମନ୍ତେ ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏନିମନ୍ତେ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ।” Viz kapitolaପବିତ୍ର ବାଇବଲ3 ତେଣୁ ତୁମ୍ଭେମାନେ ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଯାଅ କିନ୍ତୁ ମୁଁ ତୁମ୍ଭ ସହିତ ଯିବି ନାହିଁ। ମୁଁ ତୁମ୍ଭମାନଙ୍କୁ ହତ୍ୟା କରିବି, ଯେହେତୁ ତୁମ୍ଭେମାନେ ଜିଦ୍ଖୋର ଲୋକ।” Viz kapitola |