ଯାତ୍ରା ପୁସ୍ତକ 33:5 - ଓଡିଆ ବାଇବେଲ5 କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯେବେ ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।” Viz kapitolaପବିତ୍ର ବାଇବଲ5 କାରଣ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ। ମୁଁ ଯଦି ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ସହିତ ଯିବି ତେବେ ତୁମ୍ଭମାନଙ୍କୁ ଧ୍ୱଂସ କରିବି। ତେଣୁ ଆପଣା ଶରୀରରୁ ସୁବର୍ଣ୍ଣ ବାହାର କର। ଏହା ପରେ ତୁମ୍ଭମାନଙ୍କ ପାଇଁ କ’ଣ କରାଯିବ ବିଗ୍ଭର କରିବା।’” Viz kapitola |