ଯାତ୍ରା ପୁସ୍ତକ 34:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପୂର୍ବପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖା ଥିଲା, ସେହିସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପୂର୍ବପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖା ଥିଲା, ସେହିସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପୂର୍ବ ପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖାଥିଲା, ସେହି ସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା। Viz kapitolaପବିତ୍ର ବାଇବଲ1 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରଥମ ପ୍ରସ୍ତର ଫଳକ ପରି ଆଉ ଦୁଇଟି ପ୍ରସ୍ତର ଫଳକ ତିଆରି କର। ଆଗ ପ୍ରସ୍ତର ଫଲକରେ ଯାହା ଲେଖା ଥିଲା ଯାହା ତୁମ୍ଭେ ଚୂର୍ଣ୍ଣ କରିଛ ମୁଁ ଏହି ପ୍ରସ୍ତର ଫଳକରେ ତାହା ସବୁ ଲେଖିବି। Viz kapitola |