ଯାତ୍ରା ପୁସ୍ତକ 34:11 - ଓଡିଆ ବାଇବେଲ11 ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ି ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ ଓ କିଣାନୀୟ ଓ ହିତ୍ତୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେବା। Viz kapitolaପବିତ୍ର ବାଇବଲ11 ଏହି ଆଜ୍ଞା ପାଳନ କର। ଯାହା ଆଜି ମୁଁ ତୁମ୍ଭକୁ ଆଜ୍ଞା ଦେଲି ତାହା ଅନୁସରଣ କର ମୁଁ ତୁମ୍ଭର ଶତ୍ରୁମାନଙ୍କୁ ଏହି ଦେଶରୁ ବିତାଡ଼ିତ କରିବି। ମୁଁ କିଣାନୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ବିତାଡ଼ିତ କରିବି। Viz kapitola |