ଯାତ୍ରା ପୁସ୍ତକ 34:14 - ଓଡିଆ ବାଇବେଲ14 ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ଵଗୌରବ ରକ୍ଷଣରେ) ଉଦ୍ଯୋଗୀ, ସେ (ସ୍ଵଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ଵର ଅଟନ୍ତି,। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି। Viz kapitolaପବିତ୍ର ବାଇବଲ14 ଅନ୍ୟ କୌଣସି ଦେବତାର ଉପାସନା କର ନାହିଁ, କାରଣ ମୋର ନାମ ଯିହୋବାଃ, ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ, ମୁଁ ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର। Viz kapitola |