ଯାତ୍ରା ପୁସ୍ତକ 34:16 - ଓଡିଆ ବାଇବେଲ16 କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ। Viz kapitolaପବିତ୍ର ବାଇବଲ16 ତୁମ୍ଭେମାନେ ସେମାନଙ୍କର କନ୍ୟାମାନଙ୍କୁ ଗ୍ରହଣ କରିପାର। ତୁମ୍ଭମାନଙ୍କର ପୁତ୍ରମାନଙ୍କ ପାଇଁ, ତାଙ୍କର କନ୍ୟାଗଣ ସେମାନଙ୍କର ଦେବଗଣମାନଙ୍କର ଅନୁଗାମୀ ହୋଇଥିବେ। ସେମାନେ ତୁମ୍ଭମାନଙ୍କୁ ବା ତୁମ୍ଭର ପୁତ୍ରମାନଙ୍କୁ ତାଙ୍କ ଦେବତାମାନଙ୍କର ଅନୁଗାମୀ କରାଇ ପାରନ୍ତି। Viz kapitola |