ଯାତ୍ରା ପୁସ୍ତକ 34:21 - ଓଡିଆ ବାଇବେଲ21 ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟ ଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ। Viz kapitolaପବିତ୍ର ବାଇବଲ21 “ତୁମ୍ଭେମାନେ ଛଅ ଦିନ କାମ କରିବ। କିନ୍ତୁ ସପ୍ତମ ଦିନ ତୁମ୍ଭେମାନେ ବିଶ୍ରାମ ନେବ। ତୁମ୍ଭେମାନେ ଏପରିକି ଶସ୍ୟ ବୁଣା ଏବଂ ଶସ୍ୟଅମଳ ସମୟରେ ଏହି ନିୟମ ପାଳନ କରିବ। Viz kapitola |