ଯାତ୍ରା ପୁସ୍ତକ 34:25 - ଓଡିଆ ବାଇବେଲ25 ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ। Viz kapitolaପବିତ୍ର ବାଇବଲ25 ଯେତେବେଳେ ତୁମ୍ଭେମାନେ ଆମ୍ଭକୁ ବଳିଦାନର ରକ୍ତ ଉତ୍ସର୍ଗ କରିବ ସେ ସମୟରେ ତାଡ଼ିଯୁକ୍ତ ଦ୍ରବ୍ୟ ଆମ୍ଭକୁ ଉତ୍ସର୍ଗ କରିବ ନାହିଁ। “ଏହି ସମୟରେ ନିସ୍ତାରପର୍ବ ଉତ୍ସବର ବଳି ଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ। Viz kapitola |