ଯାତ୍ରା ପୁସ୍ତକ 34:27 - ଓଡିଆ ବାଇବେଲ27 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କରିଅଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କରିଅଛୁ।” Viz kapitolaପବିତ୍ର ବାଇବଲ27 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏ ସମସ୍ତ ଲେଖ ଯାହା ଆମ୍ଭେ ସବୁ କହିଲୁ। ଏହି ଚୁକ୍ତି ଆମ୍ଭେ ତୁମ୍ଭ ସହିତ ଏବଂ ତୁମ୍ଭର ଇସ୍ରାଏଲୀୟ ଲୋକମାନଙ୍କ ସହିତ କଲୁ। Viz kapitola |