Online Bible

- Reklamy -




ଯାତ୍ରା ପୁସ୍ତକ 34:28 - ଓଡିଆ ବାଇବେଲ

28 ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମବାକ୍ୟ, ଅର୍ଥାତ୍‍, ଦଶ ଆଜ୍ଞା ଲେଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥିତି କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମବାକ୍ୟ, ଅର୍ଥାତ୍, ଦଶ ଆଜ୍ଞା ଲେଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମ-ବାକ୍ୟ, ଅର୍ଥାତ୍‍, ଦଶ ଆଜ୍ଞା ଲେଖିଲେ।

Viz kapitola kopírovat

ପବିତ୍ର ବାଇବଲ

28 ମୋଶା ସେଠାରେ ସଦାପ୍ରଭୁଙ୍କ ସହିତ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ରହିଲେ। ମୋଶା କୌଣସି ଖାଦ୍ୟ କିମ୍ବା ପାନୀୟ ସେଠାରେ ଗ୍ରହଣ କଲେ ନାହିଁ। ଏବଂ ସେ ଚୁକ୍ତିର ବାକ୍ୟସବୁ ସେହି ଦଶଆଜ୍ଞା ପ୍ରସ୍ତର ଫଳକରେ ଖୋଦିତ କଲେ।

Viz kapitola kopírovat




ଯାତ୍ରା ପୁସ୍ତକ 34:28

Následuj nás:

Reklamy


Reklamy