Online Bible

- Reklamy -




ଯାତ୍ରା ପୁସ୍ତକ 34:34 - ଓଡିଆ ବାଇବେଲ

34 ମାତ୍ର ମୋଶା ସଦାପ୍ରଭୁଙ୍କ ସହିତ କଥା କହିବା ପାଇଁ ଭିତରେ ତାହାଙ୍କ ସାକ୍ଷାତକୁ ଯାଇ ବାହାରକୁ ନ ଆସିବା ପର୍ଯ୍ୟନ୍ତ ସେହି ଘୁମୁଟା କାଢ଼ି ରଖିଲେ; ଆଉ ଯେଉଁ ଆଜ୍ଞା ପାଇଲେ, ବାହାରେ ଆସି ଇସ୍ରାଏଲ ସନ୍ତାନଗଣକୁ ତାହା କହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ମାତ୍ର ମୋଶା ସଦାପ୍ରଭୁଙ୍କ ସହିତ କଥା କହିବା ପାଇଁ ଭିତରେ ତାହାଙ୍କ ସାକ୍ଷାତକୁ ଯାଇ ବାହାରକୁ ନ ଆସିବା ପର୍ଯ୍ୟନ୍ତ ସେହି ଘୁମୁଟା କାଢ଼ି ରଖିଲେ; ଆଉ ଯେଉଁ ଆଜ୍ଞା ପାଇଲେ, ବାହାରେ ଆସି ଇସ୍ରାଏଲ-ସନ୍ତାନ-ଗଣକୁ ତାହା କହିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ମାତ୍ର ମୋଶା ସଦାପ୍ରଭୁଙ୍କ ସହିତ କଥା କହିବା ପାଇଁ ଭିତରେ ତାହାଙ୍କ ସାକ୍ଷାତକୁ ଯାଇ ବାହାରକୁ ନ ଆସିବା ପର୍ଯ୍ୟନ୍ତ ସେହି ଘୁମୁଟା କାଢ଼ି ରଖିଲେ; ଆଉ ଯେଉଁ ଆଜ୍ଞା ପାଇଲେ, ବାହାରେ ଆସି ଇସ୍ରାଏଲ-ସନ୍ତାନଗଣକୁ ତାହା କହିଲେ।

Viz kapitola kopírovat

ପବିତ୍ର ବାଇବଲ

34 ଯେତେବେଳେ ମୋଶା ସଦାପ୍ରଭୁଙ୍କ ସହିତ କଥା ହେବାକୁ ଭିତରକୁ ଗଲେ। ସେ ଓଢ଼ଣୀକୁ ହଟାଇଲେ, ତା'ପରେ ସେ ବାହାରି ଆସିଲେ ଏବଂ ସଦାପ୍ରଭୁ ଯାହା ଆଜ୍ଞା ଦେଇଥିଲେ, ତାହା ଇସ୍ରାଏଲର ଲୋକମାନଙ୍କୁ କହିଲେ।

Viz kapitola kopírovat




ଯାତ୍ରା ପୁସ୍ତକ 34:34

Následuj nás:

Reklamy


Reklamy