Online Bible

- Reklamy -




ଯାତ୍ରା ପୁସ୍ତକ 34:35 - ଓଡିଆ ବାଇବେଲ

35 ତହିଁରେ ମୋଶାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଅଟେ, ଏହା ଇସ୍ରାଏଲ ସନ୍ତାନଗଣ ତାଙ୍କର ମୁଖ ପ୍ରତି ଅନାଇ ଦେଖିଲେ; ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ଯେପର୍ଯ୍ୟନ୍ତ ଭିତରକୁ ନ ଗଲେ; ସେପର୍ଯ୍ୟନ୍ତ ଆପଣା ମୁଖରେ ଘୁମୁଟା ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ତହିଁରେ ମୋଶାଙ୍କର ମୁଖଚର୍ମ ଉଜ୍ଜ୍ଵଳ ଅଟେ, ଏହା ଇସ୍ରାଏଲ-ସନ୍ତାନଗଣ ତାଙ୍କର ମୁଖ ପ୍ରତି ଅନାଇ ଦେଖିଲେ; ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ଯେପର୍ଯ୍ୟନ୍ତ ଭିତରକୁ ନ ଗଲେ; ସେପର୍ଯ୍ୟନ୍ତ ଆପଣା ମୁଖରେ ଘୁମୁଟା ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ତହିଁରେ ମୋଶାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଅଟେ, ଏହା ଇସ୍ରାଏଲ-ସନ୍ତାନଗଣ ତାଙ୍କର ମୁଖ ପ୍ରତି ଅନାଇ ଦେଖିଲେ; ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ଯେପର୍ଯ୍ୟନ୍ତ ଭିତରକୁ ନ ଗଲେ; ସେପର୍ଯ୍ୟନ୍ତ ଆପଣା ମୁଖରେ ଘୁମୁଟା ଦେଲେ।

Viz kapitola kopírovat

ପବିତ୍ର ବାଇବଲ

35 ଲୋକମାନେ ଦେଖି ପାରିଲେ ଯେ ମୋଶାଙ୍କର ମୁଖ ଉଜ୍ଜ୍ୱଳ ଦିଶୁଛି। ତେଣୁ ମୋଶା ତାଙ୍କର ମୁହଁରେ ଆବରଣ ଦେଲେ। ମୋଶା ସଦାପ୍ରଭୁଙ୍କ ସହିତ ପୁନରାୟ କଥା ହେବା ପର୍ଯ୍ୟନ୍ତ ତାଙ୍କର ମୁହଁ ଆବରଣ କରି ରଖିଲେ।

Viz kapitola kopírovat




ଯାତ୍ରା ପୁସ୍ତକ 34:35

Následuj nás:

Reklamy


Reklamy