ଯାତ୍ରା ପୁସ୍ତକ 35:1 - ଓଡିଆ ବାଇବେଲ1 ତହିଁ ଉତ୍ତାରୁ ମୋଶା ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରି କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସମସ୍ତ ବାକ୍ୟ ପାଳନ କରିବାକୁ ଆଜ୍ଞା ଦେଇଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତହିଁ ଉତ୍ତାରୁ ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି ଏକତ୍ର କରି କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସମସ୍ତ ବାକ୍ୟ ପାଳନ କରିବାକୁ ଆଜ୍ଞା ଦେଇଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତହିଁ ଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରି କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସମସ୍ତ ବାକ୍ୟ ପାଳନ କରିବାକୁ ଆଜ୍ଞା ଦେଇଅଛନ୍ତି। Viz kapitolaପବିତ୍ର ବାଇବଲ1 ମୋଶା ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରାଇଲେ। ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ପାଳନ କରିବା ପାଇଁ କହିଥିବା ବାକ୍ୟଗୁଡ଼ିକ ମୁଁ ତୁମ୍ଭକୁ କହିବି। ସେଗୁଡ଼ିକ ତୁମ୍ଭେ ପାଳନ କରିବ। Viz kapitola |