Online Bible

- Reklamy -




ଯାତ୍ରା ପୁସ୍ତକ 35:29 - ଓଡିଆ ବାଇବେଲ

29 ଇସ୍ରାଏଲ ସନ୍ତାନଗଣ ସ୍ୱେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଇସ୍ରାଏଲ-ସନ୍ତାନଗଣ ସ୍ଵେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଇସ୍ରାଏଲ-ସନ୍ତାନଗଣ ସ୍ୱେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ

29 ପ୍ରତ୍ୟେକ ପୁରୁଷ ଓ ସ୍ତ୍ରୀ ଯେଉଁମାନଙ୍କର ହୃଦୟ ସେମାନଙ୍କୁ ଉଦାର କଲା, ସଦାପ୍ରଭୁ ମୋଶାଙ୍କ ମାଧ୍ୟମରେ ଦେଇଥିବା ଆଜ୍ଞାନୁସାରେ କାର୍ଯ୍ୟ ପାଇଁ ଉପହାର ଆଣିଲେ। ତେଣୁ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଆଣିଲେ।

Viz kapitola kopírovat




ଯାତ୍ରା ପୁସ୍ତକ 35:29

Následuj nás:

Reklamy


Reklamy