Online Bible

- Reklamy -




ଯାତ୍ରା ପୁସ୍ତକ 35:35 - ଓଡିଆ ବାଇବେଲ

35 ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍‍, ଯାବତୀୟ ଶିଳ୍ପ କର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍, ଯାବତୀୟ ଶିଳ୍ପ କର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍‍, ଯାବତୀୟ ଶିଳ୍ପକର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

35 ସଦାପ୍ରଭୁ ସେ ଦୁହିଁଙ୍କୁ ସ୍ୱତନ୍ତ୍ର ଜ୍ଞାନ କୌଶଳରେ ପରିପୂର୍ଣ୍ଣ କରିଛନ୍ତି, ସେମାନେ ଯେକୌଣସି କାର୍ଯ୍ୟମାନ କରି ପାରିବେ। ସେମାନେ କାଠ କାମ, ପିତ୍ତଳ ନିର୍ମିତ କର୍ମମାନ କରି ପାରିବେ। ସେମାନେ ସୁନ୍ଦର କାର୍ଯ୍ୟମାନ ଯଥା: ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମ ସୂତ୍ରରେ ସୂଚୀ କର୍ମରେ ଓ ତନ୍ତି କର୍ମମାନ କରିବା ନିମନ୍ତେ ଯାବତୀୟ କର୍ମରେ ସେମାନଙ୍କୁ ନିପୁଣ କରିଛନ୍ତି।

Viz kapitola kopírovat




ଯାତ୍ରା ପୁସ୍ତକ 35:35

Následuj nás:

Reklamy


Reklamy