ଯାତ୍ରା ପୁସ୍ତକ 35:4 - ଓଡିଆ ବାଇବେଲ4 ଆଉ, ମୋଶା ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଆହୁରି କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆଉ, ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି ଆହୁରି କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଆହୁରି କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି। Viz kapitolaପବିତ୍ର ବାଇବଲ4 ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କ ସମଗ୍ର ସଭାରେ ଏହା କହିଲେ, “ସଦାପ୍ରଭୁ ଏହିସବୁ ଆଜ୍ଞା ଦେଇଛନ୍ତି। Viz kapitola |