ଯାତ୍ରା ପୁସ୍ତକ 35:9 - ଓଡିଆ ବାଇବେଲ9 ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର, ଏହି ସମସ୍ତ ସଦାପ୍ରଭୁଙ୍କର ଉପହାର ଆଣିବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର, ଏହି ସମସ୍ତ ସଦାପ୍ରଭୁଙ୍କର ଉପହାର ଆଣିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର, ଏହି ସମସ୍ତ ସଦାପ୍ରଭୁଙ୍କର ଉପହାର ଆଣିବ। Viz kapitolaପବିତ୍ର ବାଇବଲ9 ଗୋମେଦକମଣି ଏବଂ ଅନ୍ୟାନ୍ୟ ଅଳଙ୍କାର ଏଫୋଦ ଓ ବିଗ୍ଭରାର୍ଥକ ବୁକୁପଟାରେ ଖଚିତ କରିବା ପାଇଁ। Viz kapitola |