ଯାତ୍ରା ପୁସ୍ତକ 36:22 - ଓଡିଆ ବାଇବେଲ22 ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ22 ପ୍ରତ୍ୟେକ ଢାଞ୍ଚା ସମାନ ଆକାରର ଦୁଇଟି ଖିଲ ଥିଲା। ପରସ୍ପର ଅନୁରୂପ ଦୁଇ ଦୁଇ ଫୁଟ୍ ଥିଲା। ଏହିପରି ସେମାନେ ତମ୍ବୁ ନିମନ୍ତେ ଢାଞ୍ଚା ପ୍ରସ୍ତୁତ କଲେ। Viz kapitola |