Online Bible

- Reklamy -




ଯାତ୍ରା ପୁସ୍ତକ 36:29 - ଓଡିଆ ବାଇବେଲ

29 ପୁଣି, ତହିଁ ତଳେ ଯୋଡ଼ା ରହିଲା ଓ ସେହିରୂପ ତହିଁର ମୁଣ୍ଡରେ ପ୍ରଥମ କଡ଼ା ପାଖରେ ଯୋଡ଼ ରହିଲା; ଏହି ପ୍ରକାରେ ସେ ଦୁଇ କୋଣର ପଟା ଯୋଡ଼ିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ପୁଣି ତହିଁ ତଳେ ଯୋଡ଼ ରହିଲା ଓ ସେହିରୂପ ତହିଁର ମୁଣ୍ତରେ ପ୍ରଥମ କଡ଼ା ପାଖରେ ଯୋଡ଼ ରହିଲା; ଏହି ପ୍ରକାରେ ସେ ଦୁଇ କୋଣର ପଟା ଯୋଡ଼ିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ତହିଁ ତଳେ ଯୋଡ଼ା ରହିଲା ଓ ସେହିରୂପ ତହିଁର ମୁଣ୍ଡରେ ପ୍ରଥମ କଡ଼ା ପାଖରେ ଯୋଡ଼ ରହିଲା; ଏହି ପ୍ରକାରେ ସେ ଦୁଇ କୋଣର ପଟା ଯୋଡ଼ିଲେ।

Viz kapitola kopírovat

ପବିତ୍ର ବାଇବଲ

29 ଏହି ପଟାଗୁଡ଼ିକର ତଳେ ଏକତ୍ର କରି ଯୋଡ଼ା ଗଲା। ଏବଂ ଉପରେ ଏକ କଡ଼ା ଦ୍ୱାରା ଯୋଡ଼ ରହିଲା। ଏହିପରି ଭାବରେ ସେହି କୋଣ ପଟା ଦ୍ୱୟ ଏକତ୍ର ହୋଇ ରହିଲା। ସେମାନେ ଉଭୟ କୋଣ ପାଇଁ ଏକା ପ୍ରକାର କଲେ।

Viz kapitola kopírovat




ଯାତ୍ରା ପୁସ୍ତକ 36:29

Následuj nás:

Reklamy


Reklamy