ଯାତ୍ରା ପୁସ୍ତକ 36:32 - ଓଡିଆ ବାଇବେଲ32 ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି, ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଓ ଅନ୍ୟ ପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵର ପଟାରେ ପାଞ୍ଚ ଅର୍ଗଳ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି, ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେଲେ। Viz kapitolaପବିତ୍ର ବାଇବଲ32 ପାଞ୍ଚୋଟି ଅର୍ଗଳ ଅନ୍ୟ ପାର୍ଶ୍ୱ ପାଇଁ ତିଆରି କଲେ ଏବଂ ପବିତ୍ର ତମ୍ବୁର ପଛ ପାଖ ପାଇଁ ଅର୍ଥାତ୍ ପଶ୍ଚିମ ଦିଗ ପାଇଁ ପାଞ୍ଚୋଟି ଅର୍ଗଳ ତିଆରି କଲେ। Viz kapitola |