ଯାତ୍ରା ପୁସ୍ତକ 38:25 - ଓଡିଆ ବାଇବେଲ25 ପୁଣି, ମଣ୍ଡଳୀର ଗଣିତ ଲୋକଙ୍କର ରୂପା ପବିତ୍ର ସ୍ଥାନର ଶେକଲାନୁସାରେ ଏକଶହ ତାଳନ୍ତ ଏକ ସହସ୍ର ସାତଶହ ପଞ୍ଚସ୍ତରି ଶେକଲ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ପୁଣି ମଣ୍ତଳୀର ଗଣିତ ଲୋକଙ୍କର ରୂପା ପବିତ୍ର ସ୍ଥାନର ଶେକଲାନୁସାରେ ଏକଶହ ମହଣ ଏକ ସହସ୍ର ସାତଶହ ପଞ୍ଚସ୍ତରି ଶେକଲ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ମଣ୍ଡଳୀର ଗଣିତ ଲୋକଙ୍କର ରୂପା ପବିତ୍ର ସ୍ଥାନର ଶେକଲାନୁସାରେ ଏକ ଶହ ତାଳନ୍ତ ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ଥିଲା। Viz kapitolaପବିତ୍ର ବାଇବଲ25 ଯେତେ ଲୋକ ଗଣିତ ହୋଇଥିଲେ, ସେମାନେ 100 ଶେକଲ ସୁବର୍ଣ୍ଣ ଓ 1,775 ଶେକଲ ରୂପା କାର୍ଯ୍ୟାଳୟ ମାପ ଦ୍ୱାରା ପବିତ୍ର ସ୍ଥାନ ପାଇଁ ଓଜନ କରାଗଲା। Viz kapitola |